19 |
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।"
|