6 |
ଯାକୁବ ଓ ଏଷୌର ପରିବାର ବହୁତ ବଢ଼ିୟିବାରୁ ସମାନେେ କିଣାନ ରେ ବାସ କରିପାରିଲେ ନାହିଁ। ତେଣୁ ଏଷୌ ଯାକୁବଠାରୁ ଦୂରକୁ ଚାଲିଗଲେ। ଏଷୌ ତା'ର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତା'ର ଧନ ସମ୍ପତ୍ତି ଥିଲା ତାକୁ ଧରି ସଯେୀର ପର୍ବତ ରେ ବାସ କଲେ।
|