29 |
ଯେତବେେଳେ ଯୋଷଫେ ତାଙ୍କର ଭାଇ ବିନ୍ଯାମୀନକୁ ଦେଖିଲେ। ବିନ୍ଯାମୀନ ଓ ଯୋଷଫେ ଗୋଟିଏ ମା'ର ସନ୍ତାନ। ଯୋଷଫେ କହିଲେ, "ଏହି କ'ଣ ତୁମ୍ଭର ସାନ ଭାଇ, ଯାହା ବିଷଯ ରେ ତୁମ୍ଭେ ମାେତେ କହୁଥିଲ?" ଏହାପରେ ଯୋଷଫେ ବିନ୍ଯାମୀନଙ୍କୁ କହିଲେ, " ହେ ଆମ୍ଭର ପୁତ୍ର, ପରମେଶ୍ବର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।"
|