8 |
ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ଯା କଲ ଏବଂ ଶାଉଲଙ୍କର ରାଜପଦ ଚୋରାଇ ନେଲେ। କିନ୍ତୁ ବର୍ତ୍ତମାନ ଠିକ୍ ସହେି ମନ୍ଦ କର୍ମ ତକ୍ସ୍ଟମ୍ଭ ପାଇଁ ଘଟିବାକକ୍ସ୍ଟ ଯାଉଛି। ସଦାପ୍ରଭୁ ସହେି ରାଜ୍ଯକକ୍ସ୍ଟ ତକ୍ସ୍ଟମ୍ଭ ପକ୍ସ୍ଟଅ ଅବଶା ଲୋମକକ୍ସ୍ଟ ହସ୍ତାନ୍ତର କରି ଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସକ୍ସ୍ଟ ମଣିଷ।"
|
21 |
ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, "ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।"
|