10 |
ମୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସଠାେରେ ସମାନଙ୍କେୁ ସ୍ଥାପିତ କଲି। ଏବଂ ସମାନଙ୍କେୁ ଗୋଟିଏ ସ୍ଥାନରକ୍ସ୍ଟ ଅନ୍ୟ ଗୋଟିଏ ସ୍ଥାନକକ୍ସ୍ଟ ୟିବାକକ୍ସ୍ଟ ପଡିବ ନାହିଁ। ପୂର୍ବରକ୍ସ୍ଟ ମୁ ବିଗ୍ଭରକଗଣଙ୍କକ୍ସ୍ଟ ପଠାଇ ଅଛି। ଅତୀତ ରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସକ୍ସ୍ଟବିଧା ରେ ପକାଉଥିଲେ, କିନ୍ତୁ ତାହା ଆଉ କବେେ ହବେନାହିଁ। ପରମେଶ୍ବର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କଠାରକ୍ସ୍ଟ ଆଶ୍ବସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରକ୍ସ୍ଟ ଓ ପରିବାରରକ୍ସ୍ଟ ରାଜାଗଣ କରିବେ
|