2 |
ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, "ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।
|
7 |
ବର୍ତ୍ତମାନ ମାରେ ପକ୍ସ୍ଟରା ପରିବାର ମାରେ ବିରକ୍ସ୍ଟଦ୍ଧାଚରଣ କରୁଛନ୍ତି। ସମାନେେ ମାେତେ କହିଲେ, 'ତୁମ୍ଭେ ସେ ପକ୍ସ୍ଟତ୍ରକକ୍ସ୍ଟ ଆଣି ଦିଅ ଯେ ତା'ର ଭାଇକକ୍ସ୍ଟ ମାରିଅଛି। ଆମ୍ଭମାନେେ ତାକକ୍ସ୍ଟ ହତ୍ଯା କରିବକ୍ସ୍ଟ। କାରଣ ସେ ତା'ର ଭାଇକକ୍ସ୍ଟ ହତ୍ଯା କଲା?' ମାେ ପକ୍ସ୍ଟଅ ହେଉଛି ମାରେ ଶଷେ ଅଗ୍ନିଶିଖା। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତକ୍ସ୍ଟ, ତବେେ ସହେି ଅଗ୍ନିଶିଖା ଜଳି ଲିଭିୟିବ। ସେ ତା'ର ବାପାର ସଐତ୍ତି ପାଇବାର ଏକମାତ୍ର ଜୀବିତ ଉତ୍ତରାଧିକାରୀ ପକ୍ସ୍ଟତ୍ର। ଯଦି ସମାନେେ ତାକକ୍ସ୍ଟ ହତ୍ଯା କରନ୍ତି, ତବେେ ସହେି ସଐତ୍ତି ଅନ୍ୟ ଜଣକକ୍ସ୍ଟ ଦିଆୟିବ ଏବଂ ତା'ପରେ ମାରେ ସ୍ବାମୀର ନାମ ଏହି ଦେଶରକ୍ସ୍ଟ ଲିଭିୟିବ।"
|
32 |
ଅବଶାଲୋମ ଯୋୟାବକକ୍ସ୍ଟ କହିଲା, "ମୁ ତକ୍ସ୍ଟମ୍ଭ ପାଖକକ୍ସ୍ଟ ବାର୍ତ୍ତାବହ ପଠାଇଲି, ମୁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକକ୍ସ୍ଟ ମୁ ତୁମ୍ଭକୁ ରାଜାଙ୍କ ନିକଟକକ୍ସ୍ଟ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମାେତେ ଗଶୂରରକ୍ସ୍ଟ ଡକାଇଲ? ତେଣୁ, ମାରଗେଶୂର ରେ ରହିବା ଭଲ। ଠିକ୍ ଅଛି, ତବେେ ବର୍ତ୍ତମାନ ମାେତେ ରାଜାଙ୍କକ୍ସ୍ଟ ସାକ୍ଷାତ କରିବାକୁ ଦିଅନ୍ତକ୍ସ୍ଟ। ଯଦି ମୁ ପାପ କରିଥାଏ ତବେେ ସେ ମାେତେ ହତ୍ଯା କରିବା ଉଚିତ୍।"
|