5 |
ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିଯ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ଯନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହବୋକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ବାରୋହୀଗଣ ଓ ସମ୍ମୁଖ ରେ ଦୌଡିବା ପାଇଁ ପଗ୍ଭଶ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କବେେ ଅଦୋନିଯଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। "ଏପରିକି ସେ ତାଙ୍କୁ ପଚାରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?"
|
46 |
ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସମାନେେ କହୁଛନ୍ତି, 'ରାଜା ଦାଉଦ, ତୁମ୍ଭେ ଜଣେ ମହାନ୍ ରାଜା। ଆମ୍ଭମାନେେ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା କରନ୍ତୁ। ମହାନରାଜା ତୁମ୍ଭର ପରମେଶ୍ବର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ଯାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ଯ ତୁମ୍ଭ ଅପେକ୍ଷା ଅଧିକ ବଡ ଓ ଶକ୍ତିଶାଳୀ ହେଉ।'
|