12 |
ବିଧବାଟି ଉତ୍ତର ଦଲୋ, "ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ମୁଁ ପ୍ରତିଜ୍ଞା କରି କହୁଛି, ମାେ ପାଖ ରେ ଖଣ୍ଡେ ହେଲେ ରୁଟୀ ନାହିଁ, କବଳେ କଳସ ରେ ମୁଠିଏ ମଇଦା ଓ ପାତ୍ର ରେ ଅଳ୍ପ ତଲେ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମାେ ପାଇଁ ଓ ମାେ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧା ରେ ମରିବୁ।"
|