11 |
ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, "ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି।" ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।
|
14 |
ଏଲିଯ କହିଲେ, "ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।"
|