6 |
"ମାତ୍ର ତୁମ୍ଭେ କିମ୍ବା ତୁମ୍ଭର ସନ୍ତାନମାନେ ଯଦି ଆମ୍ଭକୁ ଅନୁସରଣ କରିବା ରେ ବିଫଳ ହୁଅନ୍ତି ଓ ଆମ୍ଭର ନିର୍ଦ୍ଦେଶ ଓ ନିଯମ ମାନିବାକୁ ଯତ୍ନ ନକରନ୍ତି, ଯଦି ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କର କି ପ୍ରତିମାର ସବୋକର ଓ ପ୍ରଣାମ କର, ତବେେ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଭୂମିରୁ ବିତାଡିତ କରିବା, ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।
|
9 |
ତହିଁରେ ଲୋକମାନେ ଉତ୍ତର ଦଇେ ଥାଆନ୍ତେ, 'ଏହା ଘଟିଲା କାରଣ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସମାନେେ ତ୍ଯାଗ କଲେ ଓ ଅନ୍ୟ ଦବେତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସମାନଙ୍କେ ଉପରେ ଏହିସବୁ ଅମଙ୍ଗଳ କାର୍ୟ୍ଯ ଘଟାଇଲେ।"'
|