5 |
ଇଲୀଶାୟ କିପରି ମୃତ ଲୋକକୁ ପୁର୍ନଃଜୀବିତ କରିଥିଲେ, ଏହା ଗି ହଜେୀ ରାଜାଙ୍କୁ କହିବା ବେଳେ, ଦେଖ! ଯେଉଁ ସ୍ତ୍ରୀର ପୁତ୍ରକୁ ଇଲୀଶାୟ ପୁର୍ନଃଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ପାଖକୁ ଆପଣା ଘର ଓ ଜମି ଫରେି ପାଇବାକୁ ଗୁହାରି ନିମନ୍ତେ ପହଞ୍ଚିଲା। ଗି ହଜେୀ କହିଲେ, " ହେ ମାରେ ମହାଶୟ ମହାରାଜ! ଏ ହେଉଛି ସହେି ସ୍ତ୍ରୀ ଯାହାର ପୁତ୍ରକୁ ଇଲୀଶାୟ ପୁନଃଜୀବିତ କରିଥିଲେ।"
|
28 |
ୟୋରାମ ଆହାବ୍ ବଂଶର ଥିଲେ। ଏ ନିମନ୍ତେ ସେ ଅହସିଯଙ୍କ ସଙ୍ଗେ ମିଶି ଅରାମର ରାଜା ହସାଯଲଙ୍କେ ବିରୁଦ୍ଧ ରେ ରାମାେତ-ଗିଲିଯଦ ରେ ୟୁଦ୍ଧ କରିବାକୁ ଗଲେ। ଏଥି ରେ ଅରାମୀଯମାନେ ଯୋରାମଙ୍କୁ କ୍ଷତବିକ୍ଷତ କଲେ। ରାଜା ଯୋରାମ, ସେ ତା'ର କ୍ଷତର ସୁସ୍ଥ ହବୋ ପାଇଁ ୟିଷ୍ରିଯଲକେୁ ଫରେିଗଲେ। ୟୋରାମ ପୀଡିତ ହବୋ ଯୋଗୁଁ, ଯିହୁଦାର ରାଜା ଅହସିଯ ୟିହୋରାମଙ୍କୁ ଦଖାେ କରିବାକୁ ୟିଷ୍ରିଯଲକେୁ ଗଲେ।
|