18 |
ଏଥି ରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ୟିହୋଶାଫଟ, ୟିହୋରାମ ଓ ଅହସିଯ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତ୍ର ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାର ରେ ଏବଂ ରାଜ ପ୍ରାସାଦ ରେ ରଖାୟାଇଥିବା ସୁବର୍ଣ୍ଣ ଆଦି ମୂଲ୍ଯବାନ ଦ୍ରବ୍ଯଗୁଡିକୁ ଅରାମର ରାଜା ହସାଯଲେ ନିକଟକୁ ପଠାଇଲେ, ତେଣୁ ସେ ଆଉ ୟିରୁଶାଲମ ବିରୁଦ୍ଧ ରେ ଗଲେ ନାହିଁ।
|