13 |
ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, "ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।"
|
15 |
ସମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ଓ ସମାନଙ୍କେ ପିତୃଗଣଙ୍କ ସହିତ କୃତ ତାଙ୍କର ନିଯମ ଓ ସମାନଙ୍କେର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ଯସବୁ ଅଗ୍ରାହ୍ଯ କଲେ। ସମାନେେ ସଦାପ୍ରଭୁଙ୍କ ଚତାବେନୀ ଶୁଣିବାକୁ ଅମାନ୍ଯ କଲେ। ସମାନେେ ମୂଲ୍ଯହୀନ ମୂର୍ତ୍ତିଗୁଡିକୁ ଅନୁସରଣ କଲେ ପୂଜା କଲେ ଏବଂ ସମାନେେ ନିଜେ ମୂଲ୍ଯହୀନ ହାଇଗେଲେ। ସମାନେେ ତାଙ୍କ ଚତୁଃପାଶର୍ବ ରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସମାନଙ୍କେୁ ଆଦେଶ ଦଇେଥିଲେ, " ସମାନେେ ଯାହା କରନ୍ତି ତୁମ୍ଭମାନେେ ତାହା କର ନାହିଁ।" ଯାହା ସଦାପ୍ରଭୁ ସମାନଙ୍କେୁ ବାରିବାକୁ ମନା କରିଥିଲେ, ସମାନେେ ତାହା କଲେ।
|