2 |
"ଏହି ଚିଠି ପାଇବା ମାତ୍ ରେ, ତୁମ୍ଭମାନେେ ତୁମ୍ଭ ପିତାଙ୍କର ପୁତ୍ରମାନଙ୍କ ମଧ୍ଯରୁ ଅତି ଉତ୍ତମ ଓ ଯୋଗ୍ଯତମ ସନ୍ତାନଟିକୁ ବାଛ। ତୁମ୍ଭମାନଙ୍କର ରଥମାନ ଅଛି, ଅଶ୍ବମାନ ଅଛନ୍ତି ଓ ତୁମ୍ଭମାନେେ ଏକ ସୁଦୃଢ ନଗର ରେ ବାସ କରୁଛ, ଆଉ ମଧ୍ଯ ତୁମ୍ଭମାନଙ୍କର ଅସ୍ତ୍ର ଶସ୍ତ୍ର ଅଛି। ତେଣୁ ସହେି ଯୋଗ୍ଯତମ ସନ୍ତାନକୁ ତୁମ୍ଭ ପିତାର ସିଂହାସନ ପାଇଁ ବାଛିଅଛ ଓ ତୁମ୍ଭମାନେେ ଆପଣା ପ୍ରଭୁର ପରିବାର ପାଇଁ ୟୁଦ୍ଧ କର।"
|