32 |
ରାଜା ଗୋଟିଏ ଦୂତ ଇଲିଶାଯଙ୍କ ନିକଟକୁ ପଠାଇଲେ। ଇଲୀଶାୟ େସତବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘ ରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସହେି ପ୍ରାଚୀନବର୍ଗଙ୍କୁ କହିଲେ, "ଏଠାକୁ ଦେଖ, ଏହି ନରହତ୍ଯାକାରୀର ପୁତ୍ର ମାରେ ମୁଣ୍ତ ଛଦନେ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ବାର ବନ୍ଦ କର ଓ ତାକୁ ଗୃହ ରେ ପ୍ରବେଶ ନ କରାଇ ଦବୋପାଇଁ ଦ୍ବାରକୁ ଦୃଢ ଭାବରେ ଧର। ମୁଁ ଶୁଣେ ତା' ପ୍ରଭୁର ପଦଶଦ୍ଦ ତା'ର ପଛ ରେ?"
|