1 |
ଦାଉଦ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସହେି ନେତାଗଣଙ୍କୁ ୟିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ଯଦଳର ସନୋଧ୍ଯକ୍ଷଗଣ, ଅଧ୍ଯକ୍ଷଗଣ, ସନୋପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ୟ୍ଯକାରୀଗଣ, ରାଜାଙ୍କର ବିଶଷେ କର୍ମଚାରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ଯଗଣଙ୍କୁ ଡ଼ାକି ପଠାଇଲେ।
|
2 |
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, " ହେ ମାରେ ଭ୍ରାତା ଓ ମାରେ ଲୋକଗଣ, ମାରେ କଥା ଶୁଣ। ମାରେ ହୃଦଯ ରେ ମୁଁ ସଦାପ୍ରଭୁଙ୍କ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକ ମୁଁ ଇଚ୍ଛା କରିଥିଲି। ପରମେଶ୍ବରଙ୍କ ପାଦପୀଠ ହବୋ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ବରଙ୍କ ସହେି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନକେ ଯୋଜନାମାନ କରିଥିଲି।
|
4 |
"ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲର ବାର ଗୋଟି ଗୋଷ୍ଠୀକୁ ପରିଚାଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହାପରେ ସହେି ଗୋଷ୍ଠୀରୁ ସଦାପ୍ରଭୁ ମାରେ ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସହେି ପରିବାରରୁ ପରମେଶ୍ବର ମାେତେ ଚିରକାଳ ନିମନ୍ତେ ଇଶ୍ରାୟେଲର ରାଜା ହବୋ ନିମନ୍ତେ ମନୋନୀତ କଲେ। ପରମେଶ୍ବର ମାେତେ ଇଶ୍ରାୟେଲର ରାଜା କରିବାକୁ ଇଚ୍ଛା କଲେ।
|
9 |
"ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
|
12 |
ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସହେି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କଠାେରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧିଅରେ ବ୍ଯବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।
|
15 |
ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରେ ୗପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ଯ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କ ରେ ଆବଶ୍ଯକ ସହେି ସ୍ଥାନମାନଙ୍କ ରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ଯବହୃତ ହବୋର ଥିଲା।
|