1 |
ରୁବନ୍େ ଇଶ୍ରାୟେଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶଷେ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷଫଙ୍କେ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସ ରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବନ୍ଙ୍କେ ନାମ ଲିଖିତ ହୁଏ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧିଅରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷଫଙ୍କେ ପରିବାର ପାଇଲା। ରୁବନ୍ଙ୍କେ ପୁତ୍ରମାନେ ଥିଲେ : ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।
|
20 |
ମନଃଶିର ରୂବନେ ଓ ଗାଦ୍ ଗୋଷ୍ଠୀଯର ଏହି ଲୋକମାନେ ୟୁଦ୍ଧ କ୍ଷେତ୍ର ରେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେୁ ଯେପରି ସାହାୟ୍ଯ କରନ୍ତି, ଏଥିନିମନ୍ତେ ସମାନେେ ତାଙ୍କ ନିକଟରେ ବୀନତି କଲେ। କାରଣ ସମାନେେ ତାଙ୍କ ଠା ରେ ବିଶ୍ବାସ କରୁଥିଲେ। ତେଣୁ ପରମେଶ୍ବର ସମାନଙ୍କେୁ ସାହାୟ୍ଯ କଲେ। ହାଗରୀଯ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ବର ସମାନଙ୍କେୁ ଅନୁମତି ଦେଲେ। ଆହୁରି ମଧ୍ଯ ସମାନେେ ହାଗରୀଯ ଲୋକମାନଙ୍କ ସହିତ ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ପରାସ୍ତ କଲେ।
|
26 |
ତେଣୁ ଇଶ୍ରାୟେଲର ପରମେଶ୍ବର ଅଶୂର ରାଜା ପୂଲର ମନ ରେ ୟୁଦ୍ଧ ନିମନ୍ତେ ୟିବା ପାଇଁ ଉତ୍ତଜେନା ସୃଷ୍ଟି କଲେ। ପୂଲ୍ ଅଶୂର ରାଜା ଥିଲେ। ତେଣୁ ତାଙ୍କୁ ତିଗ୍ଲତ-ପଲନେଷେର ମଧ୍ଯ କୁହାୟାଏ। ସେ ରୂବନେ ଓ ଗାଦ୍ ଗୋଷ୍ଠୀର ମନଃଶିର ଅର୍ଦ୍ଧକେ ଗୋଷ୍ଠୀ ସହିତ ୟୁଦ୍ଧ କଲେ। ସେ ବଳପୂର୍ବକ ସମାନଙ୍କେୁ ଗୃହରୁ ବିତାଡ଼ିତ କଲେ ଓ ବନ୍ଦୀ କରି ନଇଗେଲେ। ପୂଲ ସମାନଙ୍କେୁ ହଲଦ, ହାବୋର, ହାରା ଓ ଗୋଶନ୍ ନଦୀ ନିକଟକୁ ଆଣିଲେ। ସହେିଦିନଠାରୁ ସମାନେେ ସହେି ସ୍ଥାନ ରେ ବାସ କରୁଛନ୍ତି।
|