18 |
କିନ୍ତୁ ଏହି ତିନିଜଣ ପଲେଷ୍ଟୀୟ ସୈନ୍ଯମାନଙ୍କ ସହିତ ୟୁଦ୍ଧ କରି କରି ସମାନଙ୍କେ ମଧ୍ଯ ଦଇେ ଗଲେ। ଏହି ତିନି ବ୍ଯକ୍ତି ବୈଥଲହମେ ନଗରର ଦ୍ବାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହାପରେ ଏହି ତିନି ବୀର ସହେି ଜଳକୁ ନଇେ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସହେି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ସ୍ବରୂପେ ସହେି ଜଳକୁ ଭୂମିରେ ଢ଼ାଳିଲେ।
|
23 |
ବନାଯ ଜଣେ ଅତିକାଯ ମିସ୍ରୀଯ ସୈନ୍ଯକୁ ବଧ କଲେ। ସହେି ବ୍ଯକ୍ତି ପାଞ୍ଚ ହାତ ଦୀର୍ଘ ଉଚ୍ଚ ଥିଲା। ସହେି ମିସ୍ରୀଯ ନିକଟରେ ଏକ ବଡ଼ ଓ ଓଜନିଆ ବର୍ଚ୍ଛା ଥିଲା। ତାହା ଏକ ବୁଣାକାରର ତନ୍ତର ଦଣ୍ଡପରି ବିରାଟ ଥିଲା। ବନାଯ ନିକଟରେ କବଳେ ଠେଙ୍ଗାଟିଏ ଥିଲା। ବନାଯ ସହେି ମିସ୍ରୀଯ ବ୍ଯକ୍ତିର ହସ୍ତରୁ ବର୍ଚ୍ଛା ଧରି ଛଡ଼ଇେ ନେଲେ। ଏହାପରେ ବନାଯ ସହେି ମିସ୍ରୀଯକୁ ତାହାର ନିଜ ବର୍ଚ୍ଛା ଦ୍ବାରା ବିଦ୍ଧ କରି ହତ୍ଯା କଲେ।
|