1 |
ବସନ୍ତକାଳ ରେ, ଯୋୟାବ ଇଶ୍ରାୟେଲର ସୈନ୍ଯବାହିନୀକୁ ୟୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସହେି ସମୟରେ ରାଜାମାନେ ୟୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ୟିରୁଶାଲମ ରେ ରହିଲେ। ଇଶ୍ରାୟେଲର ସୈନ୍ଯବାହିନୀ ଅମ୍ମାନେ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସମାନେେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କଲେ। ନଗର ମଧ୍ଯରୁ ବାହାରକୁ କିଅବା ନଗର ମଧ୍ଯକୁ କାହାରିକୁ ୟିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇଶ୍ରାୟେଲ ସୈନ୍ଯଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ କଲେ।
|