11 |
ଏହାପରେ ଗାଦ ଦାଉଦଙ୍କ ନିକଟକୁ ଗଲେ କହିଲେ, "ସଦାପ୍ରଭୁ ଏହିପରି କହନ୍ତି, 'ଦାଉଦ, ତୁମ୍ଭେ କେଉଁ ଦଣ୍ଡ ରେ ଦଣ୍ଡିତ ହବୋକୁ ଇଚ୍ଛା କର, ତାହା ମନୋନୀତ କର : ତିନିବର୍ଷ ଦୁର୍ଭିକ୍ଷ ହବେ କିଅବା ତୁମ୍ଭର ଶତ୍ରୁଗଣ ତିନିମାସ ପର୍ୟ୍ଯନ୍ତ ତୁମ୍ଭ ପେଛ ପେଛ ଖଡ୍ଗ ଧରି ଗୋଡ଼ାଇବେ ଅଥବା, ସଦାପ୍ରଭୁଙ୍କଠାରୁ ତିନି ଦିନ ଦଣ୍ଡ ଭୋଗିବେ। ଦେଶସାରା ଭୟଙ୍କର ବ୍ଯାଧି ବ୍ଯାପି ୟିବ ଓ ସଦାପ୍ରଭୁଙ୍କର ଦୂତ ଇଶ୍ରାୟେଲ ମଧ୍ଯ ଦଇେ ଯିବେ ଓ ଲୋକମାନଙ୍କୁ ବିନାଶ କରିବେ।' ବର୍ତ୍ତମାନ ୟିଏ ମାେତେ ପଠାଇଥିଲେ ତାଙ୍କ ପାଇଁ କେଉଁ ଉତ୍ତରଟି ନଇୟିବେି ?"
|
15 |
ୟିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ବର ଜଣେ ସ୍ବର୍ଗଦୂତଙ୍କୁ ପ୍ ରରଣେ କଲେ। କିନ୍ତୁ ସ୍ବର୍ଗଦୂତ ଯେତବେେଳେ ୟିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ୟିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ୟ୍ଯ ସାଧନ କରୁଥିବା ସ୍ବର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, "ବନ୍ଦ କର ! ୟଥେଷ୍ଟ ହେଲା !" ସହେି ସମୟରେ ସଦାପ୍ରଭୁଙ୍କ ଦୂତ ୟିବୂଷୀଯ ଅରଣନର ରେ ଛିଡ଼ା ହାଇେଥିଲେ।
|