1 |
ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, "ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।
|
2 |
ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।
|
5 |
ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରିପାରନ୍ତି, ଏଥି ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ବର୍ତ୍ତମାନ, ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନେେ କେତଜେଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ ?"
|
17 |
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
|
20 |
ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, "ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର।" ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।
|