7 |
ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, "ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।
|