2 |
ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।
|