4 |
ସଦାପ୍ରଭୁ ମାରେ ପରମେଶ୍ବରଙ୍କ ନାମକୁ ସମ୍ମାନ ଦବୋ ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିର ରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜଳାଇବୁ ଏବଂ ବିଶଷେ ମଜେ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭମାନେେ ପ୍ରେତ୍ୟକକ ସକାଳ ଏବଂ ସନ୍ଧ୍ଯା ରେ, ପ୍ରେତ୍ୟକକ ବିଶ୍ରାମ ଦିନ ରେ, ପ୍ରେତ୍ୟକକ ଅମାବାସ୍ଯା ଦିନ ରେ ଏବଂ ଅନ୍ଯାନ୍ଯ ପର୍ବ ଦିନ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ହାମବେଳି ଦବେୁ। ଇଶ୍ରାୟେଲ ଚିରଦିନ ଏହା କରିବ।
|
14 |
ତାଙ୍କର ମାଆ ଦାନ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ୟ୍ଯ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ଯ କାର୍ୟ୍ଯ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରିପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ୟ୍ଯ କରିବେ।"
|