12 |
ଯିହାରୋମ୍ ଭବିଷ୍ଯତ୍ବକ୍ତା ଏଲୀଯଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସହେି ବାର୍ତ୍ତା ରେ ଏହିପରି ଲଖାେଥିଲା : "ସଦାପ୍ରଭୁ ପରମେଶ୍ବର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସହେି ପରମେଶ୍ବର ଅଟନ୍ତି। ସଦାପ୍ରଭୁ କହନ୍ତି, 'ଯିହାରୋମ୍, ତୁମ୍ଭ ପିତା ଯିହାଶାଫେଟ୍ ଯେଉଁ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସପରେି ଜୀବନୟାପନ କରି ନାହଁ।
|
13 |
କିନ୍ତୁ ତୁମ୍ଭେ ଇଶ୍ରାୟେଲର ରାଜାମାନଙ୍କ ପରି ଜୀବନୟାପନ କରିଅଛ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ପରମେଶ୍ବରଙ୍କ ଇଚ୍ଛାନୁୟାଯୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସମାନେେ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ହାଇେଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ଯା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।
|