11 |
ଏହାପରେ ଲବେୀୟମାନେ ସହେି ବାକ୍ସକୁ ରାଜାଙ୍କର ପଦାଧିକାରୀମାନଙ୍କ ନିକଟକୁ ନଇଗେଲେ। ସମାନେେ ଦେଖିଲେ ଯେ, ସହେି ବାକ୍ସ ଟଙ୍କା ରେ ପୂର୍ଣ୍ଣ ହାଇେଥିଲା। ରାଜାଙ୍କ ସଚିବ ଓ ମୁଖ୍ଯ ଯାଜକଙ୍କ ପଦାଧିକାରୀମାନେ ଆସିଲେ ଓ ବାକ୍ସରୁ ଟଙ୍କାତକ କାଢ଼ି ନେଲେ। ଏହାପରେ ସମାନେେ ସହେି ବାକ୍ସରୁ ପୁନର୍ବାର ତାହାର ସ୍ଥାନ ରେ ରଖି ଦେଲେ। ପ୍ରତିଦିନ ସମାନେେ ଏହିପରି କଲେ ଓ ପ୍ରଚୁର ଟଙ୍କା ଜମା କଲେ।
|
12 |
ଏହାପରେ ରାଜା ଯୋୟାଶ୍ ଓ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ସହେି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖାଦେନକାରୀ ଓ ବଢ଼ଇମାନଙ୍କେୁ ପାରିଶ୍ରମିକ ଦଇେ ନୁୟୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ୟ୍ଯ ଜାଣିଥିଲେ, ସମାନେେ ସମାନଙ୍କେୁ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ୟ୍ଯ ରେ ପାରିଶ୍ରମିକ ଦଇେ ନିୟୁକ୍ତ କଲେ।
|
14 |
ଯେତବେେଳେ ଶ୍ରମିକମାନଙ୍କର କାର୍ୟ୍ଯ ସମାପ୍ତ ହେଲା, ସମାନେେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହାୟୋଦାରଦାଙ୍କ ନିକଟକୁ ଆଣିଲେ। ସମାନେେ ସହେି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବା ରେ ବ୍ଯବହାର କଲେ। ସହେି ସାମଗ୍ରୀଗୁଡ଼ିକ ମନ୍ଦିରର ସବୋକାର୍ୟ୍ଯ ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ଯବହୃତ ହେଲା। ସମାନେେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ଯାନ୍ଯ ସାମଗ୍ରୀ ନିର୍ମାଣ କଲେ। ଯିହାୟୋଦାରଦା ଜୀବିତ ଥିବା ପର୍ୟ୍ଯନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରତିଦିନ ହାମବେଳି ଉପହାରମାନ ଉତ୍ସର୍ଗ କଲେ।
|
20 |
ପରମେଶ୍ବରଙ୍କର ଆତ୍ମା ଜିଖରିଯଙ୍କ ଉପରେ ଅବତରଣ କଲେ। ଯିହାୟୋଦାରଦା ଯାଜକ ଜିଖରିଯଙ୍କ ପିତା ଥିଲେ। ଜିଖରିଯ ଲୋକମାନଙ୍କ ସମ୍ମୁଖ ରେ ଛିଡ଼ା ହେଲେ ଓ କହିଲେ, "ପରମେଶ୍ବର ଏହା କହନ୍ତି : "ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ଯ ହବୋ ନିମନ୍ତେ ଅଗ୍ରାହ୍ଯ କରୁଛ ? ତୁମ୍ଭମାନେେ କୃତକାର୍ୟ୍ଯ ହବେ ନାହିଁ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ଯାଗ କରିଅଛନ୍ତି !"'
|
24 |
ଅରାମୀଯ ସୈନ୍ଯଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନଇେ ଆସିଥିଲେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଯିହୁଦାର ବୃହତ୍ ସୈନ୍ଯଦଳ ଉପରେ ବିଜଯଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସମାନଙ୍କେ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ସମାନେେ ତାଙ୍କୁ ପରିତ୍ଯାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।
|
25 |
ଅରାମୀଯମାନେ ୟୋଯାଶ୍ଙ୍କ ନିକଟରୁ ଯେତବେେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହାଇେଥିଲେ। ୟୋଯାଶ୍ଙ୍କର ନିଜ ଭୃତ୍ଯମାନେ ତାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କଲେ। ଯୋୟାଶ୍ ଯିହାୟୋଦାରଦା ଯାଜକଙ୍କର ପୁତ୍ର ଜିଖରିଯଙ୍କୁ ହତ୍ଯା କରିଥିବାରୁ ସମାନେେ ଏହିପରି କଲେ। ସହେି ଭୃତ୍ଯମାନେ ୟୋଯାଶ୍ଙ୍କୁ ତାଙ୍କର ଶୟ୍ଯା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ଯୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ, କିନ୍ତୁ ସମାନେେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନ ରେ କବର ପାଆନ୍ତି, ସେ ସ୍ଥାନ ରେ କବର ଦେଲେ ନାହିଁ।
|