1 |
ରାଜା ହିଜକିଯ ଇଶ୍ରାୟେଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବର୍ତ୍ତମାନ ପ୍ ରରଣେ କଲେ। ସେ ଇଫ୍ରଯିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ଯ ପତ୍ରମାନ ଲେଖିଲେ। ହିଜକିଯ ସହେି ସମସ୍ତ ଲୋକଙ୍କୁ ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସମାନେେ ସମସ୍ତ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିପାରିବେ।
|
5 |
ତେଣୁ ସମାନେେ ବେର୍ଶବୋ ସହରଠାରୁ ଦାନ ସହର ପର୍ୟ୍ଯନ୍ତ ଇଶ୍ରାୟେଲର ପ୍ରେତ୍ୟକକ ସ୍ଥାନ ରେ ଏକ ଘାଷେଣା କଲେ। ସମାନେେ ଲୋକମାନଙ୍କୁ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ୟିରୁଶାଲମକୁ ଆସିବାକୁ କହିଲେ। ମାଶାଙ୍କେ ଦତ୍ତ ବ୍ଯବସ୍ଥା ନିଯମ ରେ ଯେଉଁ ପ୍ରକାର ଭାବେ ନିସ୍ତାର ପର୍ବ ପାଳନ କରିବାକୁ କୁହାୟାଇଅଛି, ସେ ପ୍ରକାର ଭାବ ଇଶ୍ରାୟେଲର ବହୁତ ସଂଖ୍ଯକ ଲୋକ ଅନକେ ବର୍ଷ ଧରି ପାଳନ କରି ନ ଥିଲେ।
|
9 |
ଯଦି ତୁମ୍ଭମାନେେ ଫରେିଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତବେେ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସମାନଙ୍କେୁ ବନ୍ଦୀ କରି ନଇୟୋଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫରେିଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଦୟାଳୁ ଓ ଅନୁଗ୍ରହ ରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭମାନେେ ତାହାଙ୍କ ନିକଟକୁ ଫରେି ଆସିବ, ତବେେ ସେ ତୁମ୍ଭମାନଙ୍କୁ ତ୍ଯାଗ କରିଯିବେ ନାହିଁ।"
|
17 |
ଦଳ ରେ ଅନକେ ଲୋକ ଥିଲେ, ଯେଉଁମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କରି ନ ଥିଲେ, ତେଣୁ ସମାନଙ୍କେୁ ନିସ୍ତାରପର୍ବର ମଷେଶାବକକୁ ବଧ କରିବାକୁ ଅନୁମତି ଦିଆଗଲା ନାହିଁ। ତେଣୁ ପରିଷ୍କୃତ ହାଇେ ନ ଥିବା ପ୍ରେତ୍ୟକକ ବ୍ଯକ୍ତିର ନିମନ୍ତେ ଲବେୀୟମାନେ ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କରିବାର ଦାଯିତ୍ବ ନେଲେ। ଲବେୀୟମାନେ ପ୍ରେତ୍ୟକକ ମଷେଶାବକକୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର କଲେ।
|
18 |
ଇଫ୍ରଯିମ, ମନଃଶି, ଇଷାଖର ଓ ସବୂଲୂନ୍ର ଅନକେ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସମାନେେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମାଶାଙ୍କେ ବ୍ଯବସ୍ଥା ନିଯମ ରେ କୁହାୟାଇଥିଲା, ସହେିପରି ପାଳନ କଲେ ନାହିଁ। କିନ୍ତୁ ହିଜକିଯ ସହେି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିଯ ଏହି ପ୍ରକା ରେ ପ୍ରାର୍ଥନା କଲେ, " ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମଙ୍ଗଳକାରୀ ଅଟ। ଏହି ଲୋକମାନେ ପ୍ରକୃତ ରେ ଯଥାର୍ଥ ରୂପେ ତୁମ୍ଭର ଉପାସନା କରିବାକୁ ଚାହିଁଥିଲେ, କିନ୍ତୁ ସମାନେେ ବ୍ଯବସ୍ଥା ନିଯମାନୁୟାଯୀ ନିଜକୁ ପରିଷ୍କୃତ କରିପାରିଲେ ନାହିଁ। ଦୟାକରି କରୁଣା ପ୍ରଦର୍ଶନ କର ଓ ସହେି ଲୋକମାନଙ୍କୁ କ୍ଷମା କର। ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଯାହାଙ୍କୁ ମାନିଥିଲେ ତୁମ୍ଭେ ସହେି ପରମେଶ୍ବର ଅଟ।"
|