4 |
କିନ୍ତୁ ଅମତ୍ସିଯ ସହେି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ଯା କଲେ ନାହିଁ ; କାହିଁକି ? ସେ ମାଶାଙ୍କେ ପୁସ୍ତକରେ ଲିଖିତ ନିଯମକୁ ମାନିଲେ। ସଦାପ୍ରଭୁ ଆଦେଶ ଦଇେଥିଲେ, "ପିତାମାତାମାନଙ୍କୁ ସମାନଙ୍କେ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଆଉ ସନ୍ତାନମାନଙ୍କୁ ସମାନଙ୍କେ ପିତାମାତାଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଜଣେ ବ୍ଯକ୍ତିକୁ କବଳେ ତା'ର ନିଜର ମନ୍ଦକର୍ମ ପାଇଁ ହତ୍ଯା କରାୟିବା ଉଚିତ୍।"
|
5 |
ଅମତ୍ସିଯ ଯିହୁଦାର ଲୋକମାନଙ୍କୁ ଏକତ୍ର ଠୁଳ କଲେ, ସେ ସମାନଙ୍କେ ବଂଶାନୁୟାଯୀ ସମାନଙ୍କେୁ ଦଳଭୁକ୍ତ କଲେ ଓ ସେ ସନୋଧ୍ଯକ୍ଷ ଓ ସନୋପତିମାନଙ୍କୁ ସହେି ଦଳଗୁଡ଼ିକର ଦାଯିତ୍ବ ରେ ରଖିଲେ। ସହେି ନେତାମାନେ ଯିହୁଦା ଓ ବିନ୍ଯାମୀନର ଆଗତ ସମସ୍ତ ସୈନ୍ଯମାନଙ୍କର ଦାଯିତ୍ବ ରେ ଥିଲେ। ଯେଉଁ ବ୍ଯକ୍ତିମାନଙ୍କୁ ସୈନ୍ଯରୂପେ ମନୋନୀତ କରାୟାଇଥିଲା, ସମାନେେ କୋଡ଼ିଏ ବର୍ଷ ବା ତଦୁର୍ଦ୍ଧ ବଯସର ଥିଲେ। ସର୍ବ ମାଟେ 3 ,00,000 ଦକ୍ଷ ସୈନ୍ଯମାନେ ବର୍ଚ୍ଛା ଓ ଢ଼ାଲ ସହିତ ୟୁଦ୍ଧ କରିବା ନିମନ୍ତେ ପ୍ରସ୍ତୁତ ଥିଲେ।
|
16 |
ଭବିଷ୍ଯତ୍ବକ୍ତା ଯେତବେେଳେ ଏହି କଥା କହିଲେ, ଅମତ୍ସିଯ ସହେି ଭବିଷ୍ଯତ୍ବକ୍ତାଙ୍କୁ କହିଲେ, "ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ ! ଯଦି ତୁମ୍ଭେ ନୀରବ ନ ରୁହ, ତବେେ ତୁମ୍ଭକୁ ହତ୍ଯା କରାୟିବ !" ଭବିଷ୍ଯତ୍ବକ୍ତା ନୀରବ ହାଇଗେଲେ, କିନ୍ତୁ ତା'ପରେ କହିଲେ, "ପରମେଶ୍ବର ପ୍ରକୃତ ରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାହିଁକି ? କାରଣ ତୁମ୍ଭେ ସହେି ମନ୍ଦ କାର୍ୟ୍ଯସବୁ କଲ ଓ ମାରେ ଉପଦେଶ ଶୁଣିଲ ନାହିଁ।"
|
18 |
ଏହାପରେ ଯୋୟାଶ୍ ଅମତ୍ସିଯଙ୍କ ନିକଟକୁ ତାଙ୍କର ଉତ୍ତର ପଠାଇଲେ। ଯୋୟାଶ୍ ଇଶ୍ରାୟେଲର ରାଜା ଓ ଅମତ୍ସିଯ ଯିହୁଦାର ରାଜା ଥିଲେ। ଯୋୟାଶ୍ ଏହି ବାର୍ତ୍ତା କହିଲେ : "ଲିବା ନୋନ୍ର ଏକ କ୍ଷୁଦ୍ର କଣ୍ଟାବୁଦା, ଲିବାନୋନ୍ର ଏକ ବିରାଟ ଦବଦୋରୁ ବୃକ୍ଷ ନିକଟକୁ ଏହି ବାଣୀ ପଠାଇଲା। କ୍ଷୁଦ୍ର କଣ୍ଟାବୁଦା ଏହି କଥା କହିଲା, 'ତୁମ୍ଭର କନ୍ଯା ମାରେ ପୁତ୍ରକୁ ବିବାହ କରୁ।' କିନ୍ତୁ ଏକ ହିଂସ୍ରଜନ୍ତୁ ଆସିଲା ଓ କଣ୍ଟାବୁଦା ଉପର ଦଇେ ଚାଲିଗଲା। ଆଉ ତାହାକୁ ସମ୍ପୂର୍ଣ୍ଣ ନଷ୍ଟ କରି ଦଲୋ।
|