3 |
ଆହସ୍ 'ହିନ୍ନୋମ ପୁତ୍ର' ଉପତ୍ୟକା ରେ ସୁଗନ୍ଧିଧୂପ ଜ୍ବଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନି ରେ ଦଗ୍ଧ କରି ବଳିଦାନ ସ୍ବରୂପେ ଉତ୍ସର୍ଗ କଲେ। ସହେି ଦେଶ ରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ଯ ସହେିସବୁ କଲେ। ଇଶ୍ରାୟେଲର ଲୋକମାନେ ଯେତବେେଳେ ସହେି ଦେଶ ରେ ପ୍ରବେଶ କଲେ, ସଦାପ୍ରଭୁ ସମାନଙ୍କେୁ ବଳପୂର୍ବକ ସଠାରୁେ ବାହାର କରି ଦେଲେ।
|
9 |
କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ଥିଲେ। ଏହି ଭବିଷ୍ଯତ୍ବକ୍ତାମାନଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିଯାକୁ ଫରେି ଆସିଥିବା ଇଶ୍ରାୟେଲୀୟ ସୈନ୍ଯଦଳକୁ ଭଟେିଲେ। ଓବେଦ୍ ଇଶ୍ରାୟେଲୀୟ ସୈନ୍ଯଦଳକୁ କହିଲେ, "ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ବାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସମାନଙ୍କେ ପ୍ରତି ଅତ୍ଯନ୍ତ କୋରଧ କରିଛନ୍ତି। ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଅତ୍ଯନ୍ତ କଦର୍ୟ୍ଯ ଭାବରେ ହତ୍ଯା ଓ ଦଣ୍ଡିତ କରିଅଛ।
|
15 |
ସହେି ନେତାମାନେ ବନ୍ଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସହେି ଚାରିଜଣ ବ୍ଯକ୍ତି ଇଶ୍ରାୟେଲୀୟ ସୈନ୍ଯଦଳ ଲୁଟି ନଇେଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନଇେ ଦେଲେ। ସହେି ନେତାମାନେ ସହେି ଲୋକମାନଙ୍କୁ ଜୋତା ମଧ୍ଯ ଦେଲେ। ସମାନେେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀଯ ଦେଲେ। ସମାନେେ ସହେି ଲୋକମାନଙ୍କ ଶରୀର ରେ ତଲେ ମାଲିସ୍ କଲେ। ଏହାପରେ ଇଫ୍ରଯିମର ସହେି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହାେ ରେ ଥିବା ସମାନଙ୍କେ ଗୃହ ଓ ପରିବାରକୁ ସମାନଙ୍କେୁ ନଇଗେଲେ। ଯିରୀହାକେୁ 'ଖଜ୍ଜୁର୍ରୀବୃକ୍ଷର ନଗର' ବୋଲି କୁହାଯାଉ ଥିଲା। ଏହାପରେ ସହେି ଚାରିଜଣ ନେତା ଶମରିଯାକୁ ଫରେିଗଲେ।
|
18 |
ପଲେଷ୍ଟୀୟ ଲୋକମାନେ ଯିହୁଦାର ମାଳଭୂମିରେ ଓ ଦକ୍ଷିଣ ରେ ଥିବା ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ। ପଲେଷ୍ଟୀୟ ଲୋକମାନେ ବୈଥ୍-ଶମେଶ୍, ଅଯାଲୋନ୍, ଗଦରେୋତ୍, ସୋଖୋ, ତିମ୍ନାହ ଓ ଗିମ୍ସୋ ସହରଗୁଡ଼ିକୁ ଅଧିକାର କରି ନେଲେ। ସମାନେେ ସୋସ, ତିମନା ଓ ଗିମତ ଚତୁଃପାଶର୍ବ ରେ ଥିବା ଗ୍ରାମଗୁଡ଼ିକୁ ମଧ୍ଯ ଅଧିକାର କଲେ। ଏହାପରେ ପଲେଷ୍ଟୀୟମାନେ ସହେି ସହରଗୁଡ଼ିକରେ ବାସ କରିବାକୁ ଲାଗିଲେ।
|
23 |
ଦମ୍ମୋଶକ ଲୋକମାନେ ଯେଉଁ ଦବେତାର ପୂଜା କରୁଥିଲେ, ସେ ସମାନଙ୍କେ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀଯ ଲୋକମାନେ ଆହସ୍ଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, "ଅରାମର ଲୋକମାନେ ଯେଉଁ ଦବେତାର ପୂଜା କରନ୍ତି, ସେ ସମାନଙ୍କେୁ ସାହାୟ୍ଯ କଲେ। ତେଣୁ ଯଦି ମୁଁ ସହେି ଦବେତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତବେେ ହୁଏତ ସମାନେେ ମାେତେ ମଧ୍ଯ ସାହାୟ୍ଯ କରିପାରିନ୍ତି।" ଆହସ୍ ସହେି ଦବେତାମାନଙ୍କୁ ପୂଜା କଲେ। ଏହି ପ୍ରକା ରେ ସେ ନିଜେ ପାପ କଲେ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଲେ।
|