1 |
ହିଜକିଯ ଏହି ସମସ୍ତ ବିଷଯ ବିଶ୍ବସ୍ତତାର ସହିତ ସମାପ୍ତ କରିବା ପରେ ଏହିପରି ଘଟିଲା, ଅଶୂରର ରାଜା ସନ୍ ହରେୀବ୍ ଯିହୁଦା ଦେଶ ଆକ୍ରମଣ କରିବାକୁ ଆସିଲେ। ସନ୍ ହରେୀବ୍ ଓ ତାଙ୍କର ସୈନ୍ଯଦଳ ଦୁର୍ଗଗୁଡ଼ିକର ବାହା ରେ ଛାଉଣୀ ସ୍ଥାପନ କଲେ। ସେ ସହେି ସହରଗୁଡ଼ିକୁ ପରାସ୍ତ କରିବାର ଯୋଜନା କରିଥିବାରୁ ଏହିପରି କଲେ। ସନ୍ ହରେୀବ୍ ନିଜ ନିମନ୍ତେ ଏହିସବୁ ସହର ଜଯ କରିବାକୁ ଇଚ୍ଛା କରୁଥିଲେ।
|
5 |
ହିଜକିଯ ୟିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ଯ ଭାଗ ରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ୟିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନକେ ଅସ୍ତ୍ର ଓ ଢ଼ାଲମାନ ନିର୍ମାଣ କଲେ।
|
9 |
ଅଶୂରର ରାଜା ସନ୍ ହରେୀବ୍ ଓ ତାଙ୍କର ସମସ୍ତ ସୈନ୍ଯଦଳ ଲାଖୀଶ ସହର ନିକଟରେ ଛାଉଣୀ କଲେ, ଯେପରି ସମାନେେ ତାହାକୁ ଜଯ କରିପାରନ୍ତି। ଏହାପରେ ସନ୍ ହରେୀବ୍, ଯିହୁଦାର ରାଜା ହିଜକିଯ ଓ ୟିରୁଶାଲମ ରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ଯମାନଙ୍କୁ ପଠାଇଲା। ହିଜକିଯ ଓ ୟିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସନ୍ ହରେୀବ୍ଙ୍କ ଭୃତ୍ଯର ଏକ ବାର୍ତ୍ତା ଥିଲା।
|
17 |
ଅଶୂରର ରାଜା ଆହୁରି ମଧ୍ଯ ଏପରି ପତ୍ରମାନ ଲେଖିଲା, ଯାହା ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କୁ ଅପମାନିତ କରୁଥିଲା। ଅଶୂରର ରାଜା ସହେି ପତ୍ରଗୁଡ଼ିକରେ ଏହିପରି ଲେଖିଲା : "ଅନ୍ୟ ଦେଶର ଦବେତାମାନେ ମାେତେ ସମାନଙ୍କେର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକି ପାରିଲେ ନାହିଁ। ସହେିପ୍ରକା ରେ ମଧ୍ଯ ହିଜକିଯର ପରମେଶ୍ବର ମାେତେ ତାହାର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକିପାରିବ ନାର୍ହି।"
|
21 |
ଏହାପରେ ସଦାପ୍ରଭୁ ଅଶୂର ରାଜାର ଛାଉଣୀକୁ ଜଣେ ସ୍ବର୍ଗଦୂତଙ୍କୁ ପଠାଇଲେ। ସହେି ସ୍ବର୍ଗଦୂତ ଅଶୂରର ସୈନ୍ଯଦଳର ସମସ୍ତ ସୈନ୍ଯ, ନେତାଗଣ ଓ ସନୋଧିକାରୀମାନଙ୍କୁ ହତ୍ଯା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫରେିଗଲା ଓ ତାହାର ଲୋକମାନେ ତା' ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦବେତାର ମନ୍ଦିରକୁ ଗଲା ଓ ତା'ର ନିଜର ପୁତ୍ରମାନେ କେତଜେଣ ସହେି ସ୍ଥାନ ରେ ତାହାକୁ ଏକ ଖଡ୍ଗ ରେ ବଧ କଲେ।
|
31 |
ଥରେ ବାବିଲୀଯ ନେତାମାନେ ହିଜକିଯଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ସହେି ବାର୍ତ୍ତାବାହକମାନେ ଦେଶ ମଧିଅରେ ଘଟିଥିବା ଏକ ଅଦ୍ଭୁତ ଚିହ୍ନ ସମ୍ବନ୍ଧ ରେ ପଚାରିଲେ। ଯେତବେେଳେ ସମାନେେ ଆସିଲେ ସେତବେେଳେ ହିଜକିଯଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିଯଙ୍କ ହୃଦଯ ରେ ଯାହା କିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ବର ହିଜକିଯଙ୍କୁ ଏକାକୀ ଛାଡ଼ିଗଲେ।
|
33 |
ହିଜକିଯ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିଯଙ୍କୁ ସହେିଠା ରେ କବର ଦେଲେ। ହିଜକିଯ ମୃତ୍ଯୁବରଣ କଲାପରେ ଯିହୁଦା ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦଖାଇେଲେ। ମନଃଶି ହିଜକିଯଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ମନଃଶି ହିଜକିଯଙ୍କ ପୁତ୍ର ଥିଲେ।
|