3 |
ଯୋଶିୟ ପରମେଶ୍ବରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ବର ଅଷ୍ଟମ ବର୍ଷ ରେ ଅନୁସରଣ କରିଥିଲେ। ଯୋଶିୟଯ ପରମେଶ୍ବରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ତଥାପି ଅଳ୍ପବଯସ୍କ ଥିଲେ। ଯୋଶିୟଯଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ସେ ଯିହୁଦା ଓ ୟିରୁଶାଲମ ରେ ଥିବା ଉଚ୍ଚସ୍ଥାନ, ଆଶରୋ ସ୍ତମ୍ଭ ଖାଦେିତ ପ୍ରତିମା ଓ ଢ଼ାଞ୍ଚା ରେ ଢ଼ଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।
|
4 |
ଲୋକମାନେ ବାଲ୍ ଦବେତାର ୟଜ୍ଞବଦେୀସବୁ ଭାଙ୍ଗି ପକାଇଲେ। ସମାନେେ ଯୋଶିୟଙ୍କ ଉପସ୍ଥିତି ରେ ଏହା କଲେ। ଏହାପରେ ଯୋଶିୟଯ ଲୋକମାନଙ୍କ ସମ୍ମୁଖ ରେ ଦଣ୍ଡାଯମାନ ଉଚ୍ଚ ସୁଗନ୍ଧିଧୂପର ୟଜ୍ଞବଦେୀ ଭାଙ୍ଗି ପକାଇଲେ। ସେ ଖାଦେିତ ମୂର୍ତ୍ତିସବୁ ଓ ଛାଞ୍ଚ ରେ ଢ଼ଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସହେି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳି ରେ ପରିଣତ କରି ଦେଲେ। ଏହାପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖ ରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟଯ ସମାନଙ୍କେ କବର ଉପରେ ସହେି ଗୁଣ୍ଡକୁ ସିଞ୍ଚିଲେ।
|
12 |
ଲୋକମାନେ ଅତି ବିଶ୍ବସ୍ତଭାବରେ କାର୍ୟ୍ଯ କରୁଥିଲେ। ସମାନଙ୍କେର ତଦାରଖକାରୀମାନେ ଥିଲେ ୟହତ୍ ଓ ଓବଦିଯ। ୟହତ୍ ଓ ଓବଦିଯ ଲବେୀୟ ଓ ମରାରିଙ୍କ ବଂଶଧର ଥିଲେ। ଅନ୍ୟ ତଦାରଖକାରୀମାନେ ଥିଲେ ଜିଖରିଯ ଓ ମଶୁଲ୍ଲମ୍। ସମାନେେ କହାତ୍ ବଂଶର ଥିଲେ। ଯେଉଁ ଲବେୀୟମାନେ ବାଦ୍ଯୟନ୍ତ୍ର ସବୁ ବଜାଇବା ରେ ନିପୁଣ ଥିଲେ, ସହେିମାନେ ମଧ୍ଯ ଶ୍ରମିକ ଓ ଅନ୍ୟ କାର୍ୟ୍ଯକାରୀମାନଙ୍କର କାର୍ୟ୍ଯ ତଦାରଖ କଲେ। କିଛି ଲବେୀୟ ସଚିବ ଓ କାର୍ୟ୍ଯାଧିକାରୀ ଦ୍ବାରପାଳରୂପେ କାର୍ୟ୍ଯ କଲେ।
|
21 |
"ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।"
|