13 |
ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ଯଦ୍ବାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହାଇେଥିଲେ। ଉଚ୍ଚାଧକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହାଇେଥିଲେ। ଦେଶର ଲୋକେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାଯକମାନେ ବାଦ୍ଯୟନ୍ତ୍ର ବଜାଉଥିଲେ। ଗାଯକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବା ରେ ନତେୃତ୍ବ ନେଉଥିଲେ। ଏହା ଦେଖି ଅଥଲିଯା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, "ରାଜଦ୍ରୋହ ! ରାଜଦ୍ରୋହ !"
|
18 |
ଏହାପରେ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିରର ଯତ୍ନ ନବୋ ନିମନ୍ତେ ଯାଜକମାନଙ୍କୁ ମନୋନୀତ କଲେ। ସହେି ଯାଜକମାନେ ଲବେୀୟ ଥିଲେ ଓ ଦାଉଦ ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରର ରକ୍ଷଣାବେକ୍ଷଣ କାର୍ୟ୍ଯର ଦାଯିତ୍ବ ଦଇେଥିଲେ। ସହେି ଲୋକମାନେ ମାଶାଙ୍କେ ନିଯମର ଆଦେଶ ଅନୁୟାଯୀ ସଦାପ୍ରଭୁଙ୍କ ନିକଟରେ ଅଗ୍ନିଦଗ୍ଧ, ଉପହାର ବଳିଦାନ କରୁଥିଲେ। ଦାଉଦ ଯେଉଁ ପ୍ରକାର ଆଜ୍ଞା କରିଥିଲେ, ସମାନେେ ସହେି ପ୍ରକା ରେ ଆନନ୍ଦ ଓ ପ୍ରଶଂସାଗାନ ସହକା ରେ ସହେି ଉପହାର ବଳିଦାନ କଲେ।
|