13 |
ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।
|
17 |
ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।
|
21 |
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ସବୁ ବିଷଯ କହିଥିଲେ, ତାହା ପ୍ରକୃତ ରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ଯମ ରେ କହିଥିଲେ : "ଏହି ସ୍ଥାନ ସତୁରି ବର୍ଷ ପର୍ୟ୍ଯନ୍ତ ଧ୍ବଂସର ସ୍ଥାନ ହାଇେ ରହିବ। କାରଣ ଲୋକମାନେ ବିଶଷେ ବିଶ୍ରାମବାର ରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲଗିରହିବ।"
|
22 |
କୋରସ୍ ପାରସ୍ଯର ରାଜା ହାଇେଥିବାର ପ୍ରଥମ ବର୍ଷ ରେ, ସଦାପ୍ରଭୁ କୋରସ୍ଙ୍କ ଦ୍ବାରା ଏକ ବିଶଷେ ଘାଷେଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତ ରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ଯର ପ୍ରେତ୍ୟକକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସମାନେେ ଏହି ବାର୍ତ୍ତା ବହନ କରୁଥିଲେ।
|
23 |
ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।
|