1 |
ଏହିସବୁ କର୍ମ ସମାପ୍ତ ହେଲାପରେ, ଇଶ୍ରାୟେଲୀୟ ମୁଖ୍ଯମାନେ ଆମ୍ଭ ନିକଟକୁ ଆସିଲେ ଓ ସମାନେେ କହିଲେ, "ଏଜ୍ରା, ଇଶ୍ରାୟେଲର ଲୋକମାନେ, ଯାଜକମାନେ ଓ ଲବେୀୟମାନେ ଅନ୍ୟଦେଶୀ ଗୋଷ୍ଠୀଯମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସମାନଙ୍କେର ଅର୍ଥାତ୍ କିଣାନୀଯ, ହିତ୍ତୀଯ, ପରିଷୀଯ ୟିବୂଷୀଯ, ଅେମ୍ମାନୀୟ, ମାୟୋବୀଯ, ମିସ୍ରୀଯ ଓ ଇ ମାରେୀଯମାନଙ୍କର ଘୃଣା ଯୋଗ୍ଯ କର୍ମ ଅନୁସାରେ କରୁଅଛନ୍ତି।
|
9 |
ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।
|
12 |
ଏଣୁ ହେ ଇଶ୍ରାୟେଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସମାନଙ୍କେ ଶାନ୍ତି ଓ ସୌଭାଗ୍ଯ ପାଇଁ କଦାପି ଚେଷ୍ଟା କରନାହିଁ। ତହିଁରେ ତୁମ୍ଭମାନେେ ବଳବାନ ହବେ। ଦେଶର ଉତ୍ତମ ଦ୍ରବ୍ଯ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିୟିବ। ମାତ୍ର ଆମ୍ଭମାନେେ ତୁମ୍ଭର ଏହି ଆଜ୍ଞା ପରିତ୍ଯାଗ କରିଅଛୁ।"
|