11 |
ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
|