28 |
ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ବରଙ୍କ ନିକଟରେ ଏକ ଶପଥ କଲେ। ସମାନେେ କହିଲେ, "ଯଦି ଆମ୍ଭମାନେେ ଆମ୍ଭର ଶପଥ ନରଖୁ, ତବେେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ।" ପରମେଶ୍ବରଙ୍କ ବ୍ଯବସ୍ଥା ତାଙ୍କର ଦାସ ମାଶାଙ୍କେ ଦ୍ବାରା ଘାଷେଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକା ରେ ସଦାପ୍ରଭୁ ପରମେଶ୍ବରଙ୍କର ବ୍ଯବସ୍ଥା ଓ ନିଯମ ମାନିବା ପାଇଁ ଶପଥ କଲେ। ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।
|