15 |
ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।
|
25 |
ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, "ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।
|