14 |
ଯେତବେେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳନୀମାନଙ୍କୁ, ଅଧ୍ଯକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, "ତୁମ୍ଭମାନେେ ସମାନଙ୍କେୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ୍ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭମାନେେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ଯାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ୟୁଦ୍ଧ କର।"
|