6 |
ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।
|
28 |
ମାତ୍ର ସମାନେେ ବିଶ୍ରାମ କଲାପରେ, ପୁନ୍ନର୍ବାର ତୁମ୍ଭ ବିରୁଦ୍ଧ ରେ କୁକର୍ମମାନ କଲେ। ଏଣୁ ତୁମ୍ଭେ ସମାନଙ୍କେୁ ଶତୃଗଣଙ୍କ ହସ୍ତ ରେ ସମର୍ପଣ କଲ। ସମାନେେ ସମାନଙ୍କେ ଉପରେ କତ୍ତୃର୍ତ୍ବ କଲେ। ତଥାପି ଯେତବେେଳେ ସମାନେେ ଫରେି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତବେେଳେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆଉ ଅନକେଥର ତୁମ୍ଭେ ଆପଣା ଦୟା ଅନୁସାରେ ସମାନଙ୍କେୁ ଉଦ୍ଧାର କଲ।
|
29 |
ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
|
32 |
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।
|