11 |
"ବିନା ରାଜା ଡାକରା ରେ ପୁରୁଷ ଓ ସ୍ତ୍ରୀ ଯେ କହେି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ୟାଏ ତାହାର ପ୍ରାଣଦଣ୍ତ ଦବୋର ଏକମାତ୍ର ବ୍ଯବସ୍ଥା ଅଛି। କବଳେ ଯାହା ପ୍ରତି ରାଜା ସ୍ବର୍ଣ୍ଣମଯ ରାଜଦଣ୍ତ ବଢାନ୍ତି, ସହେି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ୟିବାପାଇଁ ଡାକରା ପାଇନାହିଁ।"
|
15 |
ଏହାପରେ ଏଷ୍ଟର ମର୍ଦ୍ଦଖଯ ନିକଟକୁ ଉତ୍ତର ପଠାଇଲା, "ତୁମ୍ଭେ ୟାଇ ଶ୍ବଶନ ରେ ଉପସ୍ଥିତ ସମସ୍ତ ୟିହୁଦୀମାନଙ୍କୁ ଏକତ୍ର କରି ମାେ ଲାଗି ଉପବାସ କର। ପୁଣି ତିନି ଦିନ ୟାଏ, ଦିନ ରେ କି ରାତ୍ରି ରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ। ମୁଁ ଓ ମାରେ ଦାସୀଗଣ ସହେିପରି ଉପବାସ କରିବୁ, ତହୁଁ ବ୍ଯବସ୍ଥାନୁୟାଯୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ୟିବି, ସେଥି ରେ ମଲେ ପେଛ ମରିବି।"
|