5 |
ଏବଂ କହିଲା, ଯବେେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯବେେ ରାଜାଙ୍କ ଦୁଷ୍ଟି ରେ ମୁଁ ଅନୁଗ୍ରହ ପାଇଅଛି, "ଦୟାକରି ମାେ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତବେେ ମହାରାଜାଙ୍କର ସମୁଦାଯ ପ୍ରଦେଶସ୍ଥ ୟିହୁଦୀଯମାନଙ୍କୁ ବିନାଶ କରିବା ପାଇଁ ଅଗାଗୀଯ ହମ୍ମାଦାଥାର ପୁତ୍ର ହାମନ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦଇେଥିଲା, ତାହା ପ୍ରତ୍ଯାହୃତ କରାଯାଉ।
|
9 |
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 12 7 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।
|
13 |
ସହେି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡକୁ ପଠା ୟାଇଥିଲା। ଏହା ଏକ ବ୍ଯବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶ ରେ ନିଯମ ରେ ପରିଣତ କରାଗଲା। ସହେି ରାଜ୍ଯ ରେ ବାସ କରୁଥିବା ସବୁଜାତୀଯ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ୟିହୁଦୀଯମାନେ ସହେି ଦିନପାଇଁ ପ୍ରସ୍ତୁତ ହାଇେଥିଲେ। ୟିହୁଦୀଯମାନଙ୍କୁ ସୁଯୋଗ ଦିଆ ୟାଇଥିଲା ସମାନଙ୍କେର ଶତୃମାନଙ୍କଠାରୁ ପ୍ରତି ଶାଧେ ନବୋପାଇଁ।
|