ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 101:1

Notes

No Verse Added

ଗୀତସଂହିତା 101:1

1
ମୁଁ ବିଶ୍ବସ୍ତତା ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
2
ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।
3
ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
4
ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।
5
ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।
6
ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।
7
ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।
8
ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।
×

Alert

×

oriya Letters Keypad References