ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 114:1

Notes

No Verse Added

ଗୀତସଂହିତା 114:1

1
ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
2
ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।
3
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।
4
ପର୍ବତଗଣ ମଷେପରି ଡ଼ଇେଁଲେ। ମଷେ ଛୁଆପରି ଉପପର୍ବତଗଣ ଡ଼ିଆଁ ମାରିଲେ।
5
ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ ?
6
ହେ ପର୍ବତଗଣ, ତୁମ୍ଭେ କାହିଁକି ମଷେମାନଙ୍କ ପରି ଡଇେଁଲ ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମଷେ ଶାବକଙ୍କ ପରି ଡ଼ଇେଁଲ ?
7
ହେ ପୃଥିବୀ, ୟାକୁବର ପରମେଶ୍ବରଙ୍କ ସମ୍ମୁଖରେ କମ୍ପିତ ହୁଅ।
8
ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।
×

Alert

×

oriya Letters Keypad References