ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 12:1

Notes

No Verse Added

ଗୀତସଂହିତା 12:1

1
ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
2
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।
3
ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
4
ସହେି ଲୋକମାନେ କହନ୍ତି, "ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।"
5
କିନ୍ତୁ ସଦାପ୍ରଭୁ କହନ୍ତି, "ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।"
6
ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।
7
ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ସବୁଦିନ ପାଇଁ ରକ୍ଷା କର।
8
ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
×

Alert

×

oriya Letters Keypad References