ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 122:1

Notes

No Verse Added

ଗୀତସଂହିତା 122:1

1
ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, "ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।"
2
ହେ ୟିରୁଶାଲମ !ଏହିଠାରେ ଆମ୍ଭମାନେେ ତୁମ୍ଭର ଫାଟକ ପାଖରେ ଠିଆ ହାଇେଅଛୁ।
3
ୟିରୁଶାଲମ ସହର ଭଳି ତିଆରି ହାଇେଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହବୋ ଉଚିତ୍।
4
ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇଶ୍ରାୟେଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5
ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।
6
ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। "ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।
7
ମୁଁ ଆଶାକରେ ସଠାେରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ୟେ, ତୁମ୍ଭର ବିରାଟ ରାଜ ପ୍ରାସାଦରେ ନିରାପଦ ହେଉ।"
8
ମାରେ ପରିବାର ଏବଂ ମାରେ ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ୟିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9
ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ୟେ, ୟିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
×

Alert

×

oriya Letters Keypad References