ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 123:1

Notes

No Verse Added

ଗୀତସଂହିତା 123:1

1
ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।
2
କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
3
ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।
4
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ।
×

Alert

×

oriya Letters Keypad References