ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 126:1

Notes

No Verse Added

ଗୀତସଂହିତା 126:1

1
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
2
ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, "ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।"
3
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।
4
ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ହେ।
5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।
6
ୟଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷତକେୁ ନଇୟୋଏ, ତଥାପି ସେ ଅମଳ ଘରକୁ ଆଣିବା ସମଯରେ ଖୁସି ହୁଏ।
×

Alert

×

oriya Letters Keypad References