ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 127:1

Notes

No Verse Added

ଗୀତସଂହିତା 127:1

1
ସଦାପ୍ରଭୁ ୟବେେ ଗୃହ ନିର୍ମାଣ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।
2
ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
3
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4
ୟୁବକର ପୁତ୍ରଗଣ ଏକ ସୈନ୍ଯର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5
ସହେି ବ୍ଯକ୍ତି ଭାଗ୍ଯବାନ, ଯେଉଁ ବ୍ଯକ୍ତିର କବେବେି ପରାସ୍ତ ହବେ ନାହିଁ, ଯେତବେେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ଯବାନ୍।
×

Alert

×

oriya Letters Keypad References