ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 128:1

Notes

No Verse Added

ଗୀତସଂହିତା 128:1

1
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
2
ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ତୁମ୍ଭର ମଙ୍ଗଳ ହବେ।
3
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।
4
ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।
5
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
6
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖିପାର। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।
×

Alert

×

oriya Letters Keypad References