ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା 140

Notes

No Verse Added

ଗୀତସଂହିତା 140

1
ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ଦୌରାତ୍ମ୍ଯକାରୀ ଲୋକମାନଙ୍କଠାରୁ ମାେତେ ରକ୍ଷା କର।
2
ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି। ସମାନେେ ପ୍ରେତ୍ୟକକ ଦିନ ୟୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
3
ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।
4
ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।
5
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
6
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।
7
ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
8
ହେ ସଦାପ୍ରଭୁ, ସହେି ଲୋକମାନେ ଦୁଷ୍ଟ ପ୍ରକୃତିର। ସମାନଙ୍କେର ଇଚ୍ଛା ପୂର୍ଣ୍ଣ ହବୋକୁ ଦିଅ ନାହିଁ। ସମାନଙ୍କେର ଯୋଜନାକୁ ସଫଳ ହବୋକୁ ଦିଅ ନାହିଁ।
9
ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।
10
ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।
11
ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
12
ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13
ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।
×

Alert

×

oriya Letters Keypad References